Tag Archives: central government

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ କରି, କେନ୍ଦ୍ର ସରକାର ସିରପର ଓଭର-ଦି-କାଉଣ୍ଟର (OTC) ବିକ୍ରୟକୁ ନିଷେଧ କରିବାକୁ ନିଷ୍ପତ୍ତି…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ ଉପରେ ରପ୍ତାନି ଶୁଳ୍କକୁ ଦ୍ୱିଗୁଣିତ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି, ଏହାକୁ ପ୍ରତି…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ ୨୦ ପ୍ରତିଶତ ଆବଣ୍ଟନକୁ ଅନୁମତି ଦିଆଯାଇଛି। ଯାହା ମୋଟ୍‌ ଆବଣ୍ଟନକୁ ୫୦ ପ୍ରତିଶତକୁ…

ଲାଗୁ ହେଲା ESMA, ହେଲେ କାହିଁକି କେନ୍ଦ୍ର ସରକାର ନେଲେ ଏତେବଡ଼ ନିଷ୍ପତ୍ତି? କ’ଣ ଏହି ESMA

ନୂଆଦିଲ୍ଲୀ,୧୦।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ପାକିସ୍ତାନ ଏବଂ ବାଂଲାଦେଶ ସମେତ ବିଶ୍ୱର ଅନେକ ଦେଶରେ ଇନ୍ଧନ ସଙ୍କଟ ଦେଖାଦେଇଛି। ଏହି ସମୟରେ, ଭାରତର ଅନେକ ସହରରେ…

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ କରିଥିବା ନିମେସୁଲାଇଡ୍ ଟାବଲେଟ୍ ପ୍ରସ୍ତୁତି, ବିକ୍ରୟ ଏବଂ ବଣ୍ଟନକୁ ବ୍ୟାନ କରାଯାଇଛି । ଏହି…

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର ଟିକେଟ ମୂଲ୍ୟ ଆକାଶଛୁଆଁ ହୋଇଛି। ଏହି ସମୟରେ, କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି…

କେନ୍ଦ୍ର ସରକାର ଧନୀଙ୍କୁ ଅଧିକ ଧନୀ କରାଉଛନ୍ତି: ରାହୁଲ

ନୂଆଦିଲ୍ଲୀ,୮ା୭(ପି.ଟି.): କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଧନୀଙ୍କୁ ଅଧିକ ଧନୀ କରାଇବା ସହ ସାଧାରଣ ନିବେଶକମାନଙ୍କୁ ବରବାଦ ମଧ୍ୟକୁ ଠେଲିଦେଉଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ଅଭିଯୋଗ କରିଛନ୍ତି। ଫ୍ୟୁଚର୍ସ ଆଣ୍ଡ ଅପ୍ସନ୍‌ସ(ଏଫ୍‌ ଆଣ୍ଡ ଓ)…

ପହଲଗାମ ଆତଙ୍କୀ ହମଲା: ଆସନ୍ତାକାଲି ସର୍ବଦଳୀୟ ବୈଠକ ଡାକିପାରନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ହମଲାକୁ ନେଇ କେନ୍ଦ୍ର ସରକାର କଡ଼ା ମନୋଭାବ ଗ୍ରହଣ କରିଛନ୍ତି। ଏହି ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଆସନ୍ତାକାଲି, ୨୪ ଏପ୍ରିଲ ୨୦୨୫ରେ, ସନ୍ଧ୍ୟା ୬ଟାରେ ଏକ ସର୍ବଦଳୀୟ ବୈଠକ…

ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୯: ଶ୍ରମିକ ବିଶେଷକରି ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ କ୍ରମେ କେନ୍ଦ୍ର ସରକାର ସର୍ବନିମ୍ନ ମଜୁରୀ ହାରରେ ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତା (ଭିଡିଏ) ସଂଶୋଧନ କରି ଘୋଷଣା…

୭ କୋଟି ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଇପିଏଫ୍‌ଓ ଏବେ…

ନୂଆଦିଲ୍ଲୀ, ୧୯ା୭: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ ବା ପ୍ରୋଭିଡେଣ୍ଟ ଫଣ୍ଡ (ଇପିଏଫଓ) ଏହାର ଉପଭୋକ୍ତାମାନଙ୍କୁ ଏକ ବିଶେଷ ସୁବିଧା ଯୋଗାଇବାକୁ ଯୋଜନା କରୁଛି । ଏହା ଅଭିଯୋଗ ଦାଖଲ କରିବାକୁ କିମ୍ବା ଅନ୍ୟ ମାମଲା ଜଡ଼ିତ ସହାୟତା ଚାହୁଁଥିବା ଗ୍ରାହକଙ୍କୁ…

ଏହି ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଆଗକୁ ମିଳିବ…

ନୂଆଦିଲ୍ଲୀ,୨।୬: ମହଙ୍ଗା ଭତ୍ତା ବଢ଼ିବା ପରେ ଏବେ କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ପାଇଁ ଆଉ ଏକ ଖୁସିଖବର। ଏହି କର୍ମଚାରୀଙ୍କୁ ଅବସର ପରେ ମିଳୁଥିବା ଅର୍ଥ ରାଶିରେ ବୃଦ୍ଧି ହେବ। ମହଙ୍ଗା ଭତ୍ତା ୫୦ ପ୍ରତିଶତ ବୃଦ୍ଧି ହେବା ପରେ ଅବସରକାଳୀନ…

ଟମାଟୋ ପରେ ଏବେ ପିଆଜକୁ ନେଇ ଚିନ୍ତା: ଏକ ସପ୍ତାହରେ ଦ୍ୱିଗୁଣିତ ହେଲା ଦର, ୧୫୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ

ନୂଆଦିଲ୍ଲୀ,୩୦।୧୦: କିଛି ମାସ ଧରି ଟମାଟୋର ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତା ବଢାଇ ଦେଇଥିବା ବେଳେ ବର୍ତ୍ତମାନ ପିଆଜର ମୂଲ୍ୟ ମଧ୍ୟ ଚିନ୍ତା ବଢାଉଛି। ଗତ କିଛି ଦିନ ହେବ ପିଆଜ ମୂଲ୍ୟରେ ରେକର୍ଡ ବୃଦ୍ଧି ଘଟିଛି। ଏକ ସପ୍ତାହ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?