ଗ୍ୟାସ୍ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ… ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ ନ ଦେବାକୁ ଅନୁରୋଧ କରାଯାଇଛି। ଦେଶରେ ପେଟ୍ରୋଲ, ଡିଜେଲର କୌଣସି ଅଭାବ ନାହିଁ।…