ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା
ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହା ମଧ୍ୟରେ ଓଡ଼ିଶାର ଦୁଇଟି ମୁଖ୍ୟ ରେଳ…
ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍ ପ୍ରସ୍ତାବ ଖାରଜ କଲେ ସରକାର
ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍ କରିବାକୁ ପିପିପିଏସି ନିକଟରେ ପ୍ରସ୍ତାବ ରହିଥିଲା। ତେବେ ନିୟମାନୁସାରେ ୨୪ ଘଣ୍ଟାରେ ୧୦…
ଯାହାଙ୍କୁ ପଦରୁ ହଟାଇଥିଲେ ମମତା ବାନାର୍ଜୀ, ତାଙ୍କୁ କେନ୍ଦ୍ର ସରକାର ଦେଲେ ‘Y’ ସୁରକ୍ଷା
କୋଲକାତା,୨୦ା୫: କେନ୍ଦ୍ର ସରକାର କାକୋଲି ଘୋଷ ଦସ୍ତିଦାରଙ୍କୁ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (CISF) ପକ୍ଷରୁ ‘Y’ ବର୍ଗର ସଶସ୍ତ୍ର ସୁରକ୍ଷା ପ୍ରଦାନ କରିଛନ୍ତି। ଅଧିକାରୀଙ୍କ ଅନୁଯାୟୀ, ଏହି ସୁରକ୍ଷା କଭର ତୁରନ୍ତ ପ୍ରଭାବରୁ କାର୍ଯ୍ୟକାରୀ କରାଯାଇଛି। ଏହି ନିଷ୍ପତ୍ତିକୁ ଏପରି…
ଗ୍ୟାସ୍ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…
ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ ନ ଦେବାକୁ ଅନୁରୋଧ କରାଯାଇଛି। ଦେଶରେ ପେଟ୍ରୋଲ, ଡିଜେଲର କୌଣସି ଅଭାବ ନାହିଁ।…

