IRGC କ୍ଷେପଣାସ୍ତ୍ର ଆକ୍ରମଣର ପ୍ରତିଶୋଧ ନେଲା ଇସ୍ରାଏଲ, କେନ୍ଦ୍ରୀୟ ଇରାନରେ ସାମରିକ ସ୍ଥାନଗୁଡ଼ିକୁ କଲା ଭୟଙ୍କର ଆକ୍ରମଣ ଜେରୁଜେଲମ,୮।୬: ମଧ୍ୟପ୍ରାଚ୍ୟରେ ଶାନ୍ତି ଫେରାଇ ଆଣିବାର ସମସ୍ତ ପ୍ରୟାସ ବିଫଳ ହୋଇଛି, ଏବଂ ଉଭୟ ପକ୍ଷରୁ ପୁଣି ଥରେ ତୀବ୍ର, ଦ୍ରୁତ ଆକ୍ରମଣ ଆରମ୍ଭ ହୋଇଛି। ଇସ୍ରାଏଲ ଇରାନ ଆକ୍ରମଣର କଡ଼ା ଜବାବ ଦେଇଛି। ରିପୋର୍ଟ ଅନୁଯାୟୀ ଇସ୍ରାଏଲ ସୋମବାର (ଜୁନ…