ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିବ ଯୁକ୍ତ ୨, ଚାଲିଛି ଜୋର୍ଦାର ପ୍ରସ୍ତୁତି ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଆସନ୍ତା ଶିକ୍ଷାବର୍ଷରୁ ଯୁକ୍ତ ୨ ଖୋଲିବା ପ୍ରକ୍ରିୟା ତ୍ୱରାନ୍ବିତ ହୋଇଛି। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ତେଣୁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଉପଜିଲାପାଳ ଉମାଶଙ୍କର ବେହେରା ଏବଂ କେନ୍ଦ୍ରୀୟ...