‘ଅର୍ଣ୍ଣବ’ କ୍ଷୟକ୍ଷତି ଆକଳନ କଲା କେନ୍ଦ୍ରୀୟ ଟିମ୍, ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି…
ଛତ୍ରପୁର,୪ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାରେ ହୋଇଥିବା ବ୍ୟାପକ କ୍ଷୟକ୍ଷତିର ସ୍ଥଳୀୟ ଅନୁଧ୍ୟାନ କରିଛି ୮ ଜଣିଆ କେନ୍ଦ୍ରୀୟ ପ୍ରତିନିଧି ଦଳ। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ରବି ଶଙ୍କରଙ୍କ ନେତୃତ୍ୱରେ ଆସିଥିବା ଏହି…

