Tag Archives: CEO

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ଫିଲ୍ଡ ଭିଜିଟ ନ କରିବାକୁ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି।…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ କରାଯାଇଥିବା ନେଇ CEO ସୂଚନା ଦେଇଛନ୍ତି। ବିଭିନ୍ନ ରାଜ୍ୟରେ ନିର୍ବାଚନ ଥିବାରୁ SIR…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ କହିଛନ୍ତି ଯେ ଖବରକାଗଜର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ କଠିନ ନିଷ୍ପତ୍ତି ନେବାକୁ…

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ କମ୍ପାନୀ, ଇଣ୍ଟରଗ୍ଲୋବ ଆଭିଏଶନ କହିଛି ଯେ ଏହି ଦଳ ପରିସ୍ଥିତି ଉପରେ ନଜର ରଖିବ…

ସାଧାରଣ ନିର୍ବାଚନ ଫଳାଫଳ ନେଇ ରାଜ୍ୟପାଳଙ୍କୁ ଅବଗତ କରାଇଲେ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୬ା୬: ସଦ୍ୟ ନିର୍ବାଚିତ ଓଡ଼ିଶା ବିଧାନସଭାର ସଦସ୍ୟ ତାଲିକା ବିଜ୍ଞପ୍ତି ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଓଡ଼ିଶା ରାଜପତ୍ରରେ ମଧ୍ୟ ପ୍ରକାଶିତ ହୋଇଛି। ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଗୁରୁବାର ଭାରତ…

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାରତୀୟ ଅଟନ୍ତି। ଏଭଳି ପରିସ୍ଥିତିରେ ଲୋକମାନେ ଆମେରିକାରେ ଥଟ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?