ବାଲେଶ୍ୱରରେ ଚାଲିଛି କର୍ଫ୍ୟୁ, ହେଲେ କାହିଁକି ବନ୍ଦ ହେଲା ଇଣ୍ଟରନେଟ୍ ବାଲେଶ୍ୱର,୧୯।୬(ମାନସ ବିଶ୍ୱାଳ): ଅଶାନ୍ତ ହୋଇପଡିଛି ବାଲେଶ୍ୱର। ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହାପରେ ବାଲେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ...