ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର ବିକ୍ରୟ ଖବର ପ୍ରକାଶ ପାଇଥିଲା; ଆଦିତ୍ୟ ବିର୍ଲା ଗ୍ରୁପ, ଟାଇମ୍ସ ଅଫ ଇଣ୍ଡିଆ…