ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ, ଯାତ୍ରାର ସୁବିଧା ଅସୁବିଧା ଓ ପରିଚାଳନା ନେଇ ଗୁରୁବାର ତାରାତାରିଣୀ…