ଉଦ୍ଘାଟନ ପୂର୍ବରୁ ଚକରାଘାଟିରେ ପର୍ଯ୍ୟଟକଙ୍କ ଭିଡ଼, ଏବେଠୁ ସୁରକ୍ଷା ଚିନ୍ତା, ନଚେତ୍… ଭଞ୍ଜନଗର,୧୯ା୭(ବାବୁଲା ପ୍ରଧାନ): ଘୁମୁସର ମାଟିରେ ଭଞ୍ଜ ରାଜବଂଶର ଯାହା କିଛି ସ୍ମୃତି ଅଛି ସେଥିମଧ୍ୟରୁ ଚକରାଘାଟି ଅନ୍ୟତମ। ଉକ୍ତ ଘଞ୍ଚ ଜଙ୍ଗଲ ଘାଟିରେ ଘୁମୁସର ବୀର ଚକରା ବିଷୋୟୀ ବ୍ରିଟିଶ ସେନା ବିରୋଧରେ ଲଢ଼େଇ କରୁଥିଲେ। କିନ୍ତୁ ଉକ୍ତ ଘାଟି ଅବହେଳିତ…