Tag Archives: champai soren

ଚମ୍ପାଇ ସୋରେନ ସାମିଲ ହେଲେ ଭାଜପାକୁ କେତେ ଫାଇଦା, ଜାଣନ୍ତୁ କ’ଣ ରହିଛି ମୋଦିଙ୍କ ମାଷ୍ଟରଷ୍ଟୋକ

ରାଞ୍ଚି,୨୭।୮: ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ସମ୍ପର୍କରେ ଚାଲିଥିବା ସମସ୍ତ କଳ୍ପନାଜଳ୍ପନା ସୋମବାର ଶେଷ ହୋଇଛି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର ବିଳମ୍ବିତ ରାତିରେ ସୂଚନା ଦେଇ କହିଛନ୍ତି, ଚମ୍ପାଇ ସୋରେନ ଶୁକ୍ରବାର (୩୦ ଅଗଷ୍ଟ) ଭାଜପାରେ ଯୋଗଦେବେ।…

ଚମ୍ପାଇ ସୋରେନ ଯଦି ଭାଜପାକୁ ଯାଆନ୍ତି ତେବେ ସମର୍ଥନ ମିଳିବ କି ନାହିଁ ଜାଣନ୍ତୁ…

ଝାଡ଼ଖଣ୍ଡ,୨୧ା୮: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କୁ ନେଇ ରାଜନୀତି ବେଶ୍‌ ସରଗରମ ହୋଇଛି। ଚମ୍ପାଇ ଏବେ କ’ଣ କରିବେ ସେଥିପ୍ରତି ସମସ୍ତଙ୍କ ନଜର ରହିଛି। ସେ ଭାଜପାରେ ଯୋଗ ଦେଇପାରନ୍ତି ବୋଲି କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ଚମ୍ପାଇ…

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,

ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କରିଛନ୍ତି। ଜେଲ୍ରୁ ଫେରିବା ପରେ…

ଚମ୍ପାଇ ସରକାରଙ୍କ ବଡ଼ ଘୋଷଣା: ଲୋକଙ୍କୁ ମାଗଣାରେ ମିଳିବ…

ରାଞ୍ଚି,୮।୨: ଝାଡଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ରାଜ୍ୟବାସୀଙ୍କୁ ଏକ ବଡ ଉପହାର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ବିଦ୍ୟୁତ ଉପଭୋକ୍ତା ଏଥିରୁ ବିପୁଳ ଲାଭ ପାଇବାକୁ ଯାଉଛନ୍ତି। ଝାଡ଼ଖଣ୍ଡରେ ପ୍ରତି ମାସରେ ୧୦୦ ୟୁନିଟ ମାଗଣା ବିଦ୍ୟୁତ ଦିଆଯାଉଛି। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ…

ଆଜି ଆସ୍ଥା ଲୋଡ଼ିବେ ଚମ୍ପାଇ

ରାଞ୍ଚି,୫।୨: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ ସରକାର ସୋମବାର ବିଧାନସଭାରେ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବେ। ଏଥିପାଇଁ ୩ ଦିନ ହେଲା ହାଇଦ୍ରାବାଦରେ ରହିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ନେତୃତ୍ୱାଧୀନ ମେଣ୍ଟର ବିଧାୟକମାନେ ରବିବାର ସ୍ବତନ୍ତ୍ର ବିମାନ ଯୋଗେ ରାଞ୍ଚି ଫେରୁଛନ୍ତି। ଦୁର୍ନୀତି…

ଘୋଡାବେପାର ଭୟ: ଶପଥ ପରେ ହାଇଦ୍ରାବାଦ୍‌ ଅଭିମୁଖେ ଜେଏମ୍‌ଏମ୍‌-କଂଗ୍ରେସ ବିଧାୟକ

ରାଞ୍ଚି,୨।୨: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଚମ୍ପାଇ ସୋରେନ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ କଂଗ୍ରେସ ନେତା ଆଲାମଗିର ଆଲାମ ଏବଂ ଆରଜେଡିର ସତ୍ୟନନ୍ଦ ଭୋକ୍ତା ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସମୟରେ ଜେଏମଏମ, କଂଗ୍ରେସ ଏବଂ…

ଝାଡ଼ଖଣ୍ଡର ନୁଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ

ରାଞ୍ଚି,୨।୨: ଚମ୍ପାଇ ସୋରେନ ଝାଡ଼ଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ଅନ୍ୟ ଅନେକ ମନ୍ତ୍ରୀମାନେ ମଧ୍ୟ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ କଂଗ୍ରେସ ନେତା ଆଲାମଗିର ଆଲାମ ଏବଂ ସତ୍ୟନାଥ ଭୋକ୍ଟା…

ଚମ୍ପଇ ସୋରେନ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୧।୧: ଚମ୍ପଇ ସୋରେନ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ବୋଲି ସୂଚନା ମିଳିଛି। ଇଡି ହେମନ୍ତ ସୋରେନଙ୍କୁ ଗିରଫ କରିବା ପରେ ବିଧାୟକଙ୍କ ସହ ସେ ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ତାଙ୍କର ଇସ୍ତଫା ଦେଇଛନ୍ତି। ଏହାପରେ ଜେଜେଏମ ଏବଂ କଂଗ୍ରେସ ବିଧାୟକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?