ଦୁବାଇ/କରାଚୀ,୧୯।୨: ଆଇସିସି ଚାମ୍ପିୟନ୍ସ ଟ୍ରଫିର ନବମ ସଂସ୍କରଣ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ କରାଚୀର ନ୍ୟାଶନାଲ ବ୍ୟାଙ୍କ କ୍ରିକେଟ…