Champions Trophy 2025: କେଉଁ ଟିମ୍ର ଜର୍ସି ସବୁଠୁ ମହଙ୍ଗା, ଜାଣନ୍ତୁ ନୂଆଦିଲ୍ଲୀ,୧୨।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଫେବୃଆରୀ ୧୯ରୁ ଆରମ୍ଭ ହେବ। ଏହା ପୂର୍ବରୁ, ଦଳଗୁଡ଼ିକ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ସମସ୍ତ ଦଳ ଟୁର୍ନାମେଣ୍ଟ ପାଇଁ ନିଜସ୍ବ ଜର୍ସି ମଧ୍ୟ ଲଞ୍ଚ କରୁଛନ୍ତି। ଆସନ୍ତୁ ଜାଣିବା ଚାମ୍ପିଅନ୍ସ ଟ୍ରଫିରେ ପ୍ରତ୍ୟେକ ଦଳର...