Tag Archives: Champions Trophy

ୟୁ-ଟର୍ଣ୍ଣ ନେଲା BCCI: ଚାମ୍ପିଅନ୍ସ ଟ୍ରଫି ସମୟରେ କ୍ରିକେଟରଙ୍କ ପରିବାରକୁ ମିଳିଲା ଏପରି ଅନୁମତି

ମୁମ୍ବାଇ,୧୮।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ସମୟରେ ଭାରତୀୟ କ୍ରିକେଟରମାନେ ସେମାନଙ୍କ ପରିବାରକୁ ଗୋଟିଏ ମ୍ୟାଚ୍ ପାଇଁ ସାଥିରେ ନେଇପାରିବେ ବୋଲି ଜଣାପଡ଼ିଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଯୋଗ୍ୟତା ଅର୍ଜନ କଲେ ସେମିଫାଇନାଲ ଏବଂ ଫାଇନାଲ ସମେତ ଦୁବାଇରେ ଆଇସିସି ଟୁର୍ଣ୍ଣାମେଣ୍ଟର…

ଭାରତୀୟ ଖେଳାଳିଙ୍କ ଜର୍ସିରେ ପାକିସ୍ତାନ ନାଁ: ଜାଣନ୍ତୁ କାହିଁକି

ଦୁବାଇ,୧୮।୨: ଆସନ୍ତାକାଲିଠାରୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆରମ୍ଭ ହେବାକୁ ଯାଉଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଫେବୃଆରୀ ୧୯ରେ କରାଚୀର ନ୍ୟାଶନାଲ ଷ୍ଟାଡିୟମରେ ଖେଳାଯିବ। ଭାରତୀୟ ଦଳ ଫେବୃଆରୀ ୨୦ରେ ବାଂଲାଦେଶ ବିପକ୍ଷରେ ଏକ ମ୍ୟାଚ ସହିତ…

Champions Trophy: ଚାମ୍ପିଅନ୍ସ ଟ୍ରଫି ପାଇଁ ପୁରସ୍କାର ରାଶି ଘୋଷଣା କଲା ICC

ନୂଆଦିଲ୍ଲୀ,୧୪।୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚାମ୍ପିଅନ୍ସ ଟ୍ରଫି ପାଇଁ ପୁରସ୍କାର ରାଶି ଘୋଷଣା କରିଛି। ବିଶ୍ୱ କ୍ରିକେଟ ସଂସ୍ଥା ଗତ ଥର ତୁଳନାରେ ଟୁର୍ନାମେଣ୍ଟର ପୁରସ୍କାର ରାଶି ୫୩ ପ୍ରତିଶତ ବୃଦ୍ଧି କରିଛି। ଫେବୃଆରୀ ୧୯ରୁ ଆରମ୍ଭ ହେଉଥିବା ଚାମ୍ପିଅନ୍ସ…

ଚାମ୍ପିଅନ୍ସ ଟ୍ରଫି ପାଇଁ ଘୋଷଣା ହେଲା ଭାରତୀୟ ଦଳ, ଏହି ୧୫ଖେଳାଳିଙ୍କ ଖୋଲିଲା ଭାଗ୍ୟ

ନୂଆଦିଲ୍ଲୀ,୧୮।୧:ଚାମ୍ପିଆନ୍ସ ଟ୍ରଫି ୨୦୨୫ ଫେବ୍ରୁଆରୀ ୧୯ରୁ ପାକିସ୍ତାନ ଓ ଦୁବାଇରେ ଖେଳାଯିବ । ତେବେ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁ ଆଜି ୧୫ ଜଣିଆ ଟିମ ଘୋଷଣ କରିଛି ଭାରତ । ମୁମ୍ବାଇରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଚୟନକର୍ତ୍ତା…

ଚାମ୍ପିୟନ୍ସ ଟ୍ରଫି ବିବାଦ: ଆଇସିସିର ସ୍ପଷ୍ଟୀକରଣ ଲୋଡ଼ିଲା ପିସିବି

ଲାହୋର,୧୮ା୧୧(ପି.ଟି.): ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ନ ଯିବା ପାଇଁ ଭାରତ ଘୋଷଣା କରି ସାରିଥିବା ବେଳେ ଆଇସିସିର ସ୍ପଷ୍ଟୀକରଣ ଲୋଡିଛି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ସୋମବାର ପିସିବି ମୁଖ୍ୟ ମୋହସିନ୍‌ ନକ୍‌ଭୀ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଭାରତ…

ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ

ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ ନିଷ୍ପତି ନେଇଛି। ଯାହା କେବଳ ଲାହୋରରେ ଖେଳାଯିବ, ଯେତେବେଳେକି କରାଚି ଏବଂ ରାୱଲପିଣ୍ଡିରେ ବାକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri