ଜୀବନରେ ସବୁବେଳେ ଏହି ୪ ପ୍ରକାର ଲୋକଙ୍କଠାରୁ ଦୂରେଇ ରହିବା ଉଚିତ୍, ନଚେତ୍… ଚାଣକ୍ୟ ନୀତି ହେଉଛି ଆଚାର୍ଯ୍ୟ କୌଟିଲ୍ୟଙ୍କ କୃତୀ। ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିଗ ହେଉଛି ଏହା ଜୀବନର ନୈତିକ ଶିକ୍ଷା, ପ୍ରତ୍ୟେକଙ୍କ ପାଇଁ ଏବଂ ପ୍ରତ୍ୟେକ ଯୁଗରେ ଉପଯୋଗୀ। ଏହି କାରଣରୁ ତାଙ୍କ ବାଣୀ, ଶିକ୍ଷା ଏବଂ ନୀତି…