ଫକୀରମୋହନ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଲା ବାଲେଶ୍ୱର,୨୩ା୭: ଫକୀରମୋହନ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଛି। କୁଳପତି ସନ୍ତୋଷ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ିଛି। ଆଜି ଅର୍ଥାତ୍ (୨୩ା୭ା୨୫)ରେ ତାଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା। ମାତ୍ର କୁଳାଧିପତି ତାଙ୍କର ଏହି କାର୍ଯ୍ୟକାଳକୁ ଆଉ ୬ ମାସ…