ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ… ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ବୁଧବାର ସନ୍ଧ୍ୟା ପ୍ରାୟ ୫ଟା…