ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା ସମୟରେ ଆଘାତ ପାଇଥିଲେ, ଯାହା ଫଳରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡିଲା।…