ଜାତୀୟ ଖୋ-ଖୋ ଚାମ୍ପିୟନଶିପ୍ରେ ଚମକିବେ ବଲାଙ୍ଗୀରର ଝିଅ ଚାନ୍ଦିନୀ
ବଲାଙ୍ଗୀର,୨୨।୧୧(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଇଁ ଗର୍ବ ଓ ଗୌରବର ମୁହୂର୍ତ୍ତ। ଜିଲାର ଲୋଇସିଂହା ବ୍ଲକ୍ ଉପରବାହାଲର ଝିଅ ଚାନ୍ଦିନୀ ଜାଲ୍ ଓଡ଼ିଶା ଜୁନିୟର ବାଳିକା ଖୋ-ଖୋ ଦଳରେ ସ୍ଥାନ ପାଇ ୪୫ତମ ଜୁନିୟର ଜାତୀୟ ଖୋ-ଖୋ ଚାମ୍ପିୟନଶିପ୍ରେ ଅଂଶଗ୍ରହଣ…

