ବାଲେଶ୍ୱର,୨୪ା୭: ଅବଦୁଲ୍ କଲାମ ଦ୍ୱୀପରୁ ବୁଧବାର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ ହୋଇଛି। ଅପରାହ୍ନ ୪ଟା ୧୫ ମିନିଟ୍ରେ ବ୍ୟାବହାରିକ ପରୀକ୍ଷଣ ହୋଇଛି। ପ୍ରଥମେ ଚାନ୍ଦିପୁରର ୩ ନଂ…