ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍, ଘରକୁ ଆସିବ ଖୁସି ଖବର
କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬, ରବିବାର ସଂଧ୍ୟା ୬ଟା ୩୧ ମିନିଟରେ ଚନ୍ଦ୍ର ଗ୍ରହ କର୍କଟ ରାଶିରେ ପ୍ରବେଶ…

