ଗ୍ରହଣ ଦିନ ଜନ୍ମିତ ଶିଶୁ ଶୁଭ ନା ଅଶୁଭ? ସତ ଜାଣିଲେ ହୋଇଯିବେ ତାଜୁବ ପୂର୍ଣ୍ଣିମା ଦିନ ଚନ୍ଦ୍ରଗ୍ରହଣ ହୁଏ। ଏହି ବର୍ଷ, ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ମାର୍ଚ୍ଚ 3, ଫାଲଗୁନ ମାସର ପୂର୍ଣ୍ଣିମା ଦିନ ହେବ। ଚନ୍ଦ୍ରଗ୍ରହଣ ଅପରାହ୍ନ 3:20 ରେ ଆରମ୍ଭ ହୋଇ ସଂଧ୍ୟା 6:47 ରେ ଶେଷ ହେବ। ଏହି ଚନ୍ଦ୍ରଗ୍ରହଣ ସିଂହ…