କେଉଁ ସମୟରେ ଲାଗିବ ଚନ୍ଦ୍ରଗ୍ରହଣ? ଜାଣନ୍ତୁ ଓଡ଼ିଶା ପାଇଁ ଶୁଭ ନା ଅଶୁଭ… ଭୁବନେଶ୍ୱର,୩।୯: ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା ଭାଦ୍ରବ ପୂର୍ଣ୍ଣିମାରେ ପ୍ରଥମ ଚନ୍ଦ୍ରଗ୍ରହଣ ପଡୁଥିବା ବେଳେ ଆସନ୍ତାବର୍ଷ ୨୦୨୬ ମାର୍ଚ୍ଚ ମାସରେ ଦୋଳପୂର୍ଣ୍ଣିମାନେ ଆଉ ଏକ ଚନ୍ଦ୍ରଗ୍ରହଣ ପଡୁଛି । ଯାହାକି ଭାରତରେ ଦେଖିବାକୁ ମିଳିବ । ଆସନ୍ତା ୬ ମାସ…