ଚାର୍ ଧାମ ମନ୍ଦିର ନିକଟରେ ରିଲ୍ ଶୁଟିଂ କରିବା ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର ନୂଆଦିଲ୍ଲୀ,୧୮।୫: ଚାର୍ ଧାମ ମନ୍ଦିର ନିକଟରେ ଭିଡିଓ ଏବଂ ରିଲ୍ ଶୁଟିଂ କରିବା ଉପରେ ଉତ୍ତରାଖଣ୍ଡ ପୋଲିସ ପ୍ରତିବନ୍ଧକ ଲଗାଇଛି। ଚାର ଧାମ ତୀର୍ଥସ୍ଥାନ ଅବସ୍ଥିତ ଜିଲାର ପୋଲିସ ଅଧୀକ୍ଷକଙ୍କୁ ରାଜ୍ୟ ପୋଲିସ ମୁଖ୍ୟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଯମୁନୋତ୍ରୀ,...