ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ ତଳର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ପୂଜା ପାଉଛନ୍ତି। ୩ ଚକାସନରେ ଉପବିଷ୍ଟ…