ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର ୧୬ ବର୍ଷ ବୟସରେ ଏହି ସଫଳତା ହାସଲ କରି ସେ ଗିନିଜ୍ ଓ୍ବାଲର୍ଡ…