Tag Archives: chatrapur news

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ ରାତିରେ ଛତ୍ରପୁର ପୋଲିସ ଏକ ଜୁଆ ଆଡ୍ଡାରେ ଅଚାନକ ଚଢାଉ କରି ୪୦…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଓ ବହିଷ୍କାର ଦାବି ସମେତ ବିଭିନ୍ନ ଦାବି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି । ଏକ ଜାଲରେ ସାପଟି ଛନ୍ଦି ହୋଇଥିବା ସ୍ଥାନୀୟ ଲୋକେ ଦେଖି ବନ…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ ଗଞ୍ଜାମ ସାଇବର ପୋଲିସ ଠାବ କରିଛି । ଏହି ମାମଲାରେ ପୂର୍ବରୁ ୩…

ଗଞ୍ଜାମରେ ଗଭୀର ଅବପାତର ପ୍ରଭାବ: NH-516A ରେ ଗଛ ପଡ଼ି ରାସ୍ତା ବନ୍ଦ

ଛତ୍ରପୁର,୨୫।୯(ଦିଲ୍ଲୀପ ସାମଲ) : ଗଭୀର ଅବପାତଜନିତ ଲଗାଣ ବର୍ଷା ପରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଠାରୁ ପବନର ବେଗ ବଢ଼ିବାରେ ଲାଗିଛି । ଏହାର ପ୍ରଭାବରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ଏକ ବିଦ୍ୟୁତ ଖୁଣ୍ଟି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ଆଜି ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଜିଲାର ସମସ୍ତ ମତଦାନ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା ପୋଲିସ । ଜଣେ ବିଧବା ମହିଳାଙ୍କଠାରୁ ୬୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମ ପଞ୍ଚାୟତରେ ଅନ୍ତୋଦୟ ଗୃହ ଯୋଜନାରେ ଅନିୟମିତତା, ସାମାଜିକ ସୁରକ୍ଷା ଭତ୍ତା…

ଖୋଲା ଆକାଶ ତଳେ ପଡିରହିଛି ଶବ ଫ୍ରିଜର ବକ୍ସ, ଅବହେଳା ଉପରେ କାର୍ଯ୍ୟାନୁଷ୍ଠାନ ଦାବି

ଛତ୍ରପୁର,୧୯।୭(ଦିଲ୍ଲୀପ ସାମଲ) : ପରିବାରର କେହି ଜଣେ ଆତ୍ମୀୟଙ୍କ ମୃତ୍ୟୁ ଘଟିଲେ ଶୋକାକୁଳ ପରିବେଶ ଖେଳିଯାଏ । ଦୂର ସହରରେ ରହୁଥିବା ଝିଅ କିମ୍ବା ପୁଅର ଅପେକ୍ଷା ରହିଥାଏ ଯେ ସେମାନେ ଆସିଲେ ଶେଷ ଦର୍ଶନ କରିପାରିବେ। ତେବେ ଆବଶ୍ୟକ ହୁଏ…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଥିବା ବେଳେ ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ପ୍ରଶାସନ ଜ୍ୱାଇଁ ପୁଅ ଭଳି ଚର୍ଚ୍ଚା…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ ଜିଲାର ୧୮୧ଟି ଗ୍ରାମକୁ ଚୟନ କରାଯାଇଛି । ୪୦ ପ୍ରତିଶତରୁ ଅଧିକ ଅନୁସୂଚିତ…

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଣୀ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଚିତ୍ରା ପାଣିଗ୍ରାହୀ, କହିଦେଲେ ବଡ଼ କଥା

ଛତ୍ରପୁର,୨୪।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ଶିକ୍ଷା ଅଧିକାରୀଣୀ (ବି.ଇ.ଓ.) ଭାବେ ସୁଚିତ୍ରା କୁମାରୀ ପାଣିଗ୍ରାହୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୨୦୨୧ ବ୍ୟାଚର ବିଦ୍ୟାଳୟ ବିଭାଗରେ ଓଡ଼ିଶା ଶିକ୍ଷା ସେବା ଅଧିକାରୀଣୀ ଭାବେ ଯୋଗ ଦେଇଥିଲେ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?