Tag Archives: chatrapur news

ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…

ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ ତାଙ୍କୁ ୩୮ ବର୍ଷ ବୟସ ହୋଇଥିଲା। ଚର୍ଚ୍ଚ ରୋଡ ସ୍ଥିତ ବାସଭବନରେ ଭୁବନେଶ୍ବର…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ ଧରି ଅସୁସ୍ଥ ଥିଲେ । ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବା…

ଛତ୍ରପୁର ମହୋତ୍ସବର ଚତୁର୍ଥ ସନ୍ଧ୍ୟା, ବଲିଉଡ କଣ୍ଠଶିଳ୍ପୀ ସଚେତ-ପରମ୍ପରା ଓ ଶୈଳେନ୍ଦ୍ରଙ୍କ ଡ୍ୟାନ୍ସରେ ଦର୍ଶକ ମନ୍ତ୍ରମୁଗ୍ଧ

ଛତ୍ରପୁର,୫।୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ସହିତ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା ପ୍ରଶାସନ ଏବଂ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ ସେଣ୍ଟରଠାରେ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ତିନୋଟି ଜିଲା ପ୍ରତିଷ୍ଠିତ ପୁରସ୍କାର…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ବ୍ଲକ ଅନ୍ତର୍ଗତ କରପଡା ନିକଟ ରାସ୍ତାରେ ଏକ ବ୍ରିଜ୍ ଏବଂ ପୋଟଲାମପୁର-ଗଙ୍ଗାପୁର ମୁଖ୍ୟ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି । ଛତ୍ରପୁର ଥାନା ଅଧିନ କୁମାରବେଗପଲ୍ଲୀ ଗ୍ରାମରେ ଥିବା ହନୁମାନ ମନ୍ଦିରରୁ ସୁନା ଅଳଙ୍କାର,…

ଶୋଇଥିବା ବେଳେ ମହିଳାଙ୍କୁ କାମୁଡିଦେଲା ସାପ, ତାପରେ….

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ) : ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସିନ୍ଦିରାପଲ୍ଲୀ ଗ୍ରାମର ସାବିତ୍ରୀ ପ୍ରଧାନ (୪୫) । ଖବର ଅନୁସାରେ, ସାବିତ୍ରୀ ନିଜ ଘରେ ଶୋଇଥିବା ସମୟରେ…

ସାମାନ୍ୟ ବର୍ଷାରେ ବେହାଲ ଛତ୍ରପୁର, କଲେଜ ପରିସରରେ ଅଣ୍ଟାଏ ପାଣି

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଛତ୍ରପୁରରେ ଆଜି ଘଡ଼ଘଡ଼ି ସହିତ ବର୍ଷା ହୋଇଛି । ତେବେ ହେଡ଼ କ୍ୱାଟରରେ ଥିବା ଜାତୀୟ ରାଜ ପଥରେ ସରବିସ ରୋଡ଼ରେ ଅଣ୍ଟାଏ ଉପରେ ପାଣି ଜମି ରହିଥିବାର ଦେଖିବାକୁ ମିଳିଛି । ଯିବା…

ତାମ୍ପରା ହ୍ରଦ ବୁଲି ଦେଖିଲେ ଉପମୁଖ୍ୟମନ୍ତ୍ରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ…

ଛତ୍ରପୁର,୨୫।୪(ଦିଲ୍ଲୀପ ସାମଲ): ଦୁଇ ଦିନିଆ ଗଞ୍ଜାମ ଜିଲା ଗ୍ରସ୍ତରେ ଆସିଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ଛତ୍ରପୁର ନିକଟ ତାମ୍ପରା ହ୍ରଦ ପରିଦର୍ଶନ କରିଥିଲେ । ତାମ୍ପରାର ପୁନଃରୁଦ୍ଧାର, ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ନିମନ୍ତେ ନୂତନ ପୁଞ୍ଜିନିବେଶକାରୀମାନଙ୍କୁ ନିମନ୍ତ୍ରଣ କରିବା,…

ଆଜିଠୁ ଆରମ୍ଭ ହେଲା ଘରକୁ ଘର ବୁଲି ଜନଗଣନା, ବୁଲିବୁଲି ଘର ନଂ ପ୍ରକାଇଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୬।୪(ଦିଲ୍ଲୀପ ସାମଲ) : ଏପ୍ରିଲ ୧ ରୁ ଆରମ୍ଭ ହୋଇଯାଇଛି ଡିଜିଟାଲ ଜନଗଣନା ୨୦୨୭ । ପ୍ରଥମେ ଏପ୍ରିଲ ୧ ରୁ ୧୫ ତାରିଖ ପ୍ରର୍ଯ୍ୟନ୍ତ ସ୍ୱ-ଜନଗଣନା ହୋଇଥିଲା । ଏହାପରେ ଗୁରୁବାରଠୁ ତଥା ଏପ୍ରିଲ ୧୬ ରୁ ମେ ୧୫…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ ଖରା ଛୁଟି ଆସେ, ଶିଶୁମାନେ ଅପେକ୍ଷା କରି ବସିଥାଆନ୍ତି ପାର୍କ ବା ଶିଶୁ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା ୨୧ ଦିନ, ୧୮ ଦିନ, ୧ ୩ ଓ ୧୧ ଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?