Tag Archives: chatrapur news

ତାମ୍ପରା ହ୍ରଦ ବୁଲି ଦେଖିଲେ ଉପମୁଖ୍ୟମନ୍ତ୍ରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ…

ଛତ୍ରପୁର,୨୫।୪(ଦିଲ୍ଲୀପ ସାମଲ): ଦୁଇ ଦିନିଆ ଗଞ୍ଜାମ ଜିଲା ଗ୍ରସ୍ତରେ ଆସିଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ଛତ୍ରପୁର ନିକଟ ତାମ୍ପରା ହ୍ରଦ ପରିଦର୍ଶନ କରିଥିଲେ । ତାମ୍ପରାର ପୁନଃରୁଦ୍ଧାର, ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ନିମନ୍ତେ ନୂତନ ପୁଞ୍ଜିନିବେଶକାରୀମାନଙ୍କୁ ନିମନ୍ତ୍ରଣ କରିବା,…

ଆଜିଠୁ ଆରମ୍ଭ ହେଲା ଘରକୁ ଘର ବୁଲି ଜନଗଣନା, ବୁଲିବୁଲି ଘର ନଂ ପ୍ରକାଇଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୬।୪(ଦିଲ୍ଲୀପ ସାମଲ) : ଏପ୍ରିଲ ୧ ରୁ ଆରମ୍ଭ ହୋଇଯାଇଛି ଡିଜିଟାଲ ଜନଗଣନା ୨୦୨୭ । ପ୍ରଥମେ ଏପ୍ରିଲ ୧ ରୁ ୧୫ ତାରିଖ ପ୍ରର୍ଯ୍ୟନ୍ତ ସ୍ୱ-ଜନଗଣନା ହୋଇଥିଲା । ଏହାପରେ ଗୁରୁବାରଠୁ ତଥା ଏପ୍ରିଲ ୧୬ ରୁ ମେ ୧୫…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ ଖରା ଛୁଟି ଆସେ, ଶିଶୁମାନେ ଅପେକ୍ଷା କରି ବସିଥାଆନ୍ତି ପାର୍କ ବା ଶିଶୁ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା ୨୧ ଦିନ, ୧୮ ଦିନ, ୧ ୩ ଓ ୧୧ ଦିନ ଧରି…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ଗତକାଲି(ଶନିବାର) ବିଳମ୍ବିତ…

ଛତ୍ରପୁରରେ ବନ୍ଦର ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ପୂର୍ବତନ ବିଧାୟକ ଗିରଫ

ଛତ୍ରପୁର,୧୨।୨(ଦିଲ୍ଲୀପ ସାମଲ) : ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । ଫଳରେ ଶ୍ରମ କୋଡ଼ ପ୍ରତ୍ୟାହାର ଦାବିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମିଳିତ…

ଘରେ ଶୋଇଥିବା ବେଳେ ଦୁର୍ବୃତ୍ତଙ୍କ ବୋମାମାଡ଼, ଘର କାନ୍ଥ ଭୁଶୁଡ଼ି…

ଛତ୍ରପୁର,୨୭।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଚିକଲଖଣ୍ଡି ଗ୍ରାମରେ ଅଭାବନୀୟ ଘଟଣା । ସୋମବାର ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ଘର ଉପରକୁ ବୋମାମାଡ଼ ହୋଇଥିଲା । ଖବର ଅନୁସାରେ, ଚିକଲଖଣ୍ଡି ଗ୍ରାମର ଜି. କାମରାଜୁ…

ଭୋଜିରେ ଯୋଗଦେବାକୁ ଯିବା ହେଲା କାଳ, ବିଦ୍ୟୁତ ଆଘାତରେ ହୋମଗାର୍ଡଙ୍କ ମୃତ୍ୟୁ

ଛତ୍ରପୁର,୭ା୧(ଦିଲ୍ଲୀପ ସାମଲ): ବିଦ୍ୟୁତ ଆଘାତରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି । ମୃତ ହୋମଗାର୍ଡ ଜଣକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୁରୁଣାପାଟଣା ଗ୍ରାମର ଦିବାକର ଗୌଡ଼ । ଖବର ଅନୁସାରେ, ଦିବାକର ନିଜ ଘର ସମ୍ମୁଖରେ ଚାଲିଥିବା…

ମଦ ପିଇ ଚଲାଇଲେ ଆକ୍ସନ, ହଳଦିଆପଦର ବସଷ୍ଟାଣ୍ଡରେ ଆମ ବସ ଡ୍ରାଇଭରଙ୍କୁ ଚେକିଂ

ଛତ୍ରପୁର, ୪/୧(ଦିଲ୍ଲୀପ ସାମଲ) : ଆଉ ଢ଼ିଲା ନାହିଁ । ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ପରିବହନ ବିଭାଗ ନିର୍ଦ୍ଦେଶ ପରେ ଆରମ୍ଭ ହେଲା ଆକ୍ସନ୍। ଏଣିକି ଆଉ ଅମାନିଆ ଆମ ବସ୍ ଡ୍ରାଇଭରଙ୍କୁ ମିିଳିବନି ଆଶ୍ବସ୍ତି। ରବିବାର ହଳଦିଆପଦର ବସଷ୍ଟାଣ୍ଡ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?