ସାମ୍ବାଦିକଙ୍କ ଗାଡି ନେଇଗଲେ ଚୋର, ଟେର୍ ପାଉନି ପୋଲିସ ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଞ୍ଚଳରେ ଏବେ ଚୋରି ସଂଖ୍ୟା ବୃଦ୍ଧି ପାଉଛି । ଏପରିକି ଦୃବର୍ତମାନେ ସାମ୍ବାଦିକକୁ ମଧ୍ୟ ଛାଡି ନାହାନ୍ତି। ଏକ ଦୈନିକ ଖବର କାଗଜର ପ୍ରତିନିଧି ସୂଜୟ ସୁପ୍ରକାଶ ଧଳଙ୍କ ବାଇକ ଚୋରି ହୋଇଥିବା ନେଇ...