ଚଉଷଠି ଯୋଗିନୀ ମନ୍ଦିର ପାଇଁ ୮୮ କୋଟି ଟଙ୍କା ଘୋଷଣା କଲେ ସରକାର, ସୌନ୍ଦର୍ଯ୍ୟକରଣ ପାଇଁ ଖର୍ଚ୍ଚ ହେବ ଭୁବନେଶ୍ୱର,୧୧ା୮: ଓଡ଼ିଶାର ବଲାଙ୍ଗିର ଜିଲାର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ରାଣୀପୁର ଝରିଆଲରେ ଅବସ୍ଥିତ ଐତିହାସିକ ଚଉଷଠି ଯୋଗିନୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ଉନ୍ନତିକରଣ ପାଇଁ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା…