ଯୁବତୀଙ୍କୁ ଲଜ୍ରେ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ ଯୁବକ, ଶାରୀରିକ ସମ୍ପର୍କ ରଖିବା ପରେ… ରିଷିଡ଼ା,୩ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ପରେ ଏବେ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ…