ଟ୍ରେନ୍ ଟ୍ରାକ୍ରେ ପଡ଼ିଛି ରୋଷେୟାଙ୍କ ମୃତଦେହ, ହାତରେ ରହିଛି… ବଲାଙ୍ଗୀର,୧୯ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ମୁନସିନଗର ନିକଟରେ ରବିବାର ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖାଯାଇଛି। ମୃତକ ଜଣକ ହେଲେ ଜନାର୍ଦ୍ଦନ ଦେବତା(୫୪)। ସେ ଖୁଜେନପାଲି ମୁନସିନଗରର ବୋଲି ଜଣାପଡ଼ିଛି। ସେ ରୋଷେୟା କାମ କରନ୍ତି। ଜନାର୍ଦ୍ଦନ…