ପଣ୍ୟାଗାର କେମିକାଲ ଗୋଦାମରୁ ଧୂଆଁ ନିର୍ଗତ: ସ୍ଥାନୀୟ ବାସିନ୍ଦାଙ୍କ ଆଖି, ନାକ ଜଳାପୋଡ଼ା ମହାକାଳପଡ଼ା, ୭ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପାରାଦୀପ-ଚଣ୍ଡିଖୋଲ ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱ ମଶାକଣି ବଡ଼ଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ ଗୃହ ରହିଛି। ଏଠାରେ ଗଚ୍ଛିତ ଥିବା କେମିକାଲ ନିର୍ଗତ ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ…