ଧୋନୀଙ୍କ ଏହି ୩ IPL ରେକର୍ଡ ଭାଙ୍ଗିବା ଅସମ୍ଭବ: ଏକମାତ୍ର ଖେଳାଳି ଭାବେ କରିଛନ୍ତି ଏମିତି କାରନାମା
ନୂଆଦିଲ୍ଲୀ,୧୮।୧୧: ଆଇପିଏଲ୍ରୁ ଖେଳାଳି ଭାବେ ସନ୍ନ୍ୟାସ ନେଇଛନ୍ତି ମହେନ୍ଦ୍ର ସିଂ ଧୋନୀ। ଆଗାମୀ ଦିନରେ ଆଉ ପଡ଼ିଆରେ ହଳଦିଆ ଜର୍ସି ପିନ୍ଧି ଖେଳୁଥିବାର ନଜର ଆସିବେ ନାହିଁ ମାହି। ତେବେ ଚେନ୍ନାଇ ସୁପର କିଙ୍ଗ୍ସ ସହ ମେଣ୍ଟର ଭାବେ ତାଙ୍କର ନୂଆ…
ଧୋନୀଙ୍କ ଅବସରକୁ ନେଇ ଚାଞ୍ଚଲ୍ୟକର ବୟାନ୍ ଦେଲେ ପାକିସ୍ତାନ କ୍ରିକେଟର୍: କହୁ କହୁ କହିଦେଲେ…
ନୂଆଦିଲ୍ଲୀ,୧୮।୧୧:ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ଡ୍ରେସିଂ ରୁମ୍ରେ ମେଣ୍ଟର ଭାବେ ମହେନ୍ଦ୍ର ସିଂ ଧୋନୀଙ୍କ ଉପସ୍ଥିତି ଯୁବ କ୍ରିକେଟରଙ୍କ ପାଇଁ ବେଶ ଲାଭଦାୟକ ହେବ। ଏପରି ମତ ରଖିଛନ୍ତି ପାକିସ୍ତାନର ପୂର୍ବତନ ଉଇକେଟକିପର-ବ୍ୟାଟର ରଶିଦ ଲତିଫ। ଧୋନୀଙ୍କ ଅଭିଜ୍ଞତା ଓ ମାର୍ଗଦର୍ଶନ…
ସନ୍ୟାସକୁ ନେଇ ଭାବୁକ ହେଲେ ଧୋନୀ, ସୋସିଆଲ ମିଡିଆରେ ଭିଡିଓ ଛାଡି କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୧୭।୧୧: ଚେନ୍ନାଇ ସୁପର କିଙ୍ଗ୍ସ, ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସନ୍ନ୍ୟାସର ଘୋଷଣା କରିସାରିଥିଲା। ଯାହାପରେ ସମସ୍ତେ ଧୋନୀଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ଅପେକ୍ଷା କରି ରହିଥିଲେ। ଏହି ଅପେକ୍ଷାର ଅନ୍ତ ଘଟାଇ ‘ମାହି’ ନିଜର ଏକ ରିଟାୟର୍ମେଣ୍ଟ ଭିଡିଓ…
IPL 2026 ପୂର୍ବରୁ CSKକୁ ବଡ଼ ଝଟ୍କା, ପୁରା ସିଜନ୍ରୁ ବାଦ୍ ପଡ଼ିଲେ ଘାତକ ବୋଲର୍…
ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର କିଙ୍ଗସ (CSK)କୁ ଏକ ବଡ଼ ଝଟକା ଲାଗିଛି। ଟୁର୍ନାମେଣ୍ଟ ଆରମ୍ଭ ହେବାର ମାତ୍ର…
ଧୋନୀଙ୍କୁ ବଡ଼ ଝଟ୍କା: ମିଳିଲା ନୋଟିସ୍, ୧୫ ଦିନ ମଧ୍ୟରେ…
ରାଞ୍ଚି,୨।୩: ଝାଡ଼ଖଣ୍ଡ ରାଜ୍ୟ ଗୃହ ବୋର୍ଡ ରାଞ୍ଚିର ହାର୍ମୁ ଅଞ୍ଚଳରେ ତାଙ୍କ ବାସସ୍ଥାନ ପାଇଁ ଆବଣ୍ଟିତ ଜମିର ବାଣିଜି୍ୟକ ବ୍ୟବହାର ସମ୍ପର୍କରେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ନୋଟିସ ଜାରି କରିଛି। ବୋର୍ଡ କହିଛି ଯେ, ପ୍ଲଟ କେବଳ…
IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK
ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା ପଛରେ ରହିଛି ସଂଘର୍ଷପୂର୍ଣ୍ଣ କାହାଣୀ। ଯେଉଁ ପରିବାର ଦିନେ ଅଭାବ ଅନଟନ ଯୋଗୁଁ ଖାଲି…
ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…
ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ରେକର୍ଡ ପରିମାଣର ୧୪.୨ କୋଟି ଟଙ୍କା ଖର୍ଚ୍ଚ କରିଛି। ଏହି ଅଣ-କ୍ୟାପଡ୍ ଖେଳାଳିଙ୍କୁ କିଣିବା…
IPL ନିଲାମ: ଧୋନୀଙ୍କ ସ୍ଥାନ ନେବେ ଏହି ୧୯ ବର୍ଷୀୟ ଖେଳାଳି, ୧୪.୨୦ କୋଟିରେ କିଣିଲା ଚେନ୍ନାଇ
ନୂଆଦିଲ୍ଲୀ,୧୬।୧୨: ଚେନ୍ନାଇ ସୁପର କିଙ୍ଗସ୍ (CSK) ୨୦୨୬ IPL ନିଲାମରେ ଭବିଷ୍ୟତ ଉପରେ ନଜର ରଖି ଲଗାତାର ଦୁଇ ଜଣ ଅନ୍କ୍ୟାପ୍ଡ୍ ଖେଳାଳିଙ୍କ ଉପରେ ବଡ଼ ବାଜି ଲଗାଇଛି। ଯୁବ କ୍ରିକେଟର କାର୍ତ୍ତିକ ଶର୍ମାଙ୍କୁ CSK ବିଶାଳ ଅର୍ଥ ୧୪.୨୦ କୋଟି…
ଖୁଲାସା କଲେ ରାଜସ୍ଥାନ ରୟାଲ୍ସ ମାଲିକ, ଏହି କାରଣରୁ ଦଳ ଛାଡିବାକୁ ଚାହିଁଥିଲେ ସଞ୍ଜୁ ସାମସନ
ମୁମ୍ବାଇ,୧୬ା୧୧: ଚେନ୍ନାଇ ସୁପର କିଙ୍ଗସ୍ (ସିଏସକେ)କୁ ଷ୍ଟାର୍ ୱିକେଟ୍ କିପର ବ୍ୟାଟର ସଞ୍ଜୁ ସାମସନଙ୍କୁ ଟ୍ରେଡ୍ କରିବା ପଛର କାରଣ ଖୁଲାସା କରିଛନ୍ତି ରାଜସ୍ଥାନ ରୟାଲ୍ସ (ଆରଆର)ର ମାଲିକ ମନୋଜ ବାଦଲେ। ସେ କହିଛନ୍ତି, ଦଳର ପୂର୍ବତନ ଅଧିନାୟକ ସଞ୍ଜୁ ସାମସନ…
IPL 2025: ଶେଷ ମ୍ୟାଚରେ ବଡ଼ ବିଜୟ ସହିତ ବିଦାୟ ନେଲା ଚେନ୍ନାଇ, ଆଗାମୀ ସିଜିନରେ ଦୃଢ଼ ପ୍ରତ୍ୟାବର୍ତ୍ତନର ଆଶା
ଅହମଦାବାଦ,୨୫ା୫: ଚେନ୍ନାଇ ସୁପର କିଙ୍ଗ୍ସ (CSK) ଆଇପିଏଲ୍ ୨୦୨୫ ଅଭିଯାନକୁ ଏକ ଜୋରଦାର ବିଜୟ ସହିତ ଶେଷ କରିଛି। ଗୁଜରାଟ ଟାଇଟାନ୍ସ (GT)କୁ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ୮୩ ରନରେ ପରାସ୍ତ କରି। ଏହି ଜୋରଦାର ବିଜୟ ସତ୍ତ୍ୱେ, ୫…
ଚେନ୍ନାଇକୁ ବ୍ୟାକଫୁଟରେ ପକାଇଲା ଚହଲଙ୍କ ହ୍ୟାଟ୍ରିକ୍, ଗୋଟିଏ ଓଭରରେ ନେଲେ ୪ ୱିକେଟ୍
ଚେନ୍ନାଇ, ୩୦।୪: ଆଇପିଏଲ୍ ୨୦୨୫ରେ ପଞ୍ଜାବ କିଙ୍ଗ୍ସର ସ୍ପିନ୍ ମାଷ୍ଟର ଯୁଜବେନ୍ଦ୍ର ଚହଲ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ବିପକ୍ଷରେ ଭୟଙ୍କର ପ୍ରଦର୍ଶନ କରି ମ୍ୟାଚକୁ ଓଲଟପାଲଟ କରିଦେଇଛନ୍ତି। ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଚହଲ ଗୋଟିଏ ଓଭରରେ ହ୍ୟାଟ୍ରିକ୍ ସହିତ ମୋଟ…
IPL 2025 Video: ଧୋନୀଙ୍କ ଦଳ ହାରୁଥିବା ଦେଖି ଭୋ ଭୋ ହୋଇ କାନ୍ଦିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ:ଭିଡିଓ ହେଉଛି ଭାଇରାଲ
ନୂଆଦିଲ୍ଲୀ,୨୮।୪: ଏମଏସ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଆଇପିଏଲ ୨୦୨୫ ସବୁଠାରୁ ଖରାପ ସିଜନ ପ୍ରମାଣିତ ହୋଇଛି। ଦଳ ପଏଣ୍ଟ ଟେବୁଲର ସବୁଠାରୁ ତଳେ ରହିଛି। ଯଦିଓ CSK ତାର ସମସ୍ତ ୫ଟି ମ୍ୟାଚ ଜିତିଯାଏ, ତଥାପି ଏହାର…

