୧୨ ବର୍ଷର ରେକର୍ଡ ଭାଙ୍ଗିଲେ ରଜତ ପାଟିଦାର: ଦ୍ୱିତୀୟ ଅଧିନାୟକ ଭାବେ… ଚେନ୍ନାଇ,୨୯।୩: ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରି RCB ଅଧିନାୟକ ଭାବରେ ରଜତ ପାଟିଦାର ଇତିହାସ ସୃଷ୍ଟି କରିଛନ୍ତି। ସେ ଏହି ଷ୍ଟାଡିୟମରେ CSK ବିପକ୍ଷରେ ଅର୍ଦ୍ଧଶତକ ହାସଲ କରିବାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଦ୍ୱିତୀୟ ଅଧିନାୟକ...