ଭାରତ ଆୟୋଜିନ କରିବ ୨୦୨୫ ଚେସ୍ ବିଶ୍ୱକପ୍
ନୂଆଦିଲ୍ଲୀ,୨୧।୭: ଚଳିତ ବର୍ଷ ଚେସ୍ ବିଶ୍ୱକପ୍ ଭାରତରେ ଅନୁଷ୍ଠିତ ହେବାକୁ ଯାଉଛି। ଅକ୍ଟୋବର ୩୦ରୁ ନଭେମ୍ବର ୨୭, ୨୦୨୫ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ବିଶ୍ୱର ଶ୍ରେଷ୍ଠ ଖେଳାଳିମାନେ ମର୍ଯ୍ୟାଦାସମ୍ପନ୍ନ ଟାଇଟଲ୍ ଏବଂ ୨୦୨୬ ଚେସ୍ କ୍ୟାଣ୍ଡିଡେଟ୍ସ ଟୁର୍ଣ୍ଣାମେଣ୍ଟରେ...


