ଛାଡ଼ଖାଇରେ ବେପାର ମାନ୍ଦା, ଆନ୍ଧ୍ର ମାଛକୁ ନାପସନ୍ଦ କରୁଛନ୍ତି ଲୋକେ, ବ୍ୟବସାୟୀ ନିରାଶ ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ସରିଲା କାର୍ତ୍ତିକ ବ୍ରତ। ଏହା ପରେ ଛାଡ଼ଖାଇ ପାଳନ କରାଯାଏ। ଯାହା ମାସ ତମାମ ଖାଇବା ଛାଡ଼ିଥିବ ତାକୁ ଛାଡ଼ଖାଇ ଦିନ ଖାଇବ ତେବେ ଏହି କ୍ରମରେ ଅଧିକାଂଶ ଶ୍ରଦ୍ଧାଳୁ ଆମିଷ ଏବଂ ପିଆଜ, ରସୁଣ ଛାଡ଼ିଥାନ୍ତି। ତେବେ…