ସୁକମାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ ୧୨ ମାଓବାଦୀ ନିହତ ନୂଆଦିଲ୍ଲୀ,୩।୧: ଛତିଶଗଡ଼ର ସୁକମାରେ ନକ୍ସଲବାଦ ବିରୋଧରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଡିଆରଜି କର୍ମଚାରୀମାନେ ଏକ ସର୍ଚ୍ଚ ଅପରେସନ୍ ସମୟରେ ୧୨ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ସୁକମାର କିସ୍ତାରାମ ଅଞ୍ଚଳରେ ସୁରକ୍ଷା ବାହିନୀ ଏକ ସର୍ଚ୍ଚ ଅପରେସନ୍...