ଛତ୍ରପୁର,୧୧ା୧୨(ଦିଲ୍ଲୀପ ସାମଲ): କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…