ଛତ୍ରପୁର ଥାନାଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ସବ୍ୟସାଚୀ ମଲ୍ଲ, କହିଲେ ଅସାମାଜିକଙ୍କ ଉପରେ… ଛତ୍ରପୁର,୨୭ା୮(ଦିଲ୍ଲୀପ ସାମଲ): ଛତ୍ରପୁର ଥାନାରେ ନୂତନ ଥାନା ଅଧିକାରୀ ଭାବେ ବୁଧବାର ସବ୍ୟସାଚୀ ମଲ୍ଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ଗଞ୍ଜାମ ପୋଲିସ ଜିଲାର ଚମାଖଣ୍ଡି ଥାନା ଅଧିକାରୀ ଭାବେ ଦାୟିତ୍ୱ ତୁଲାଇ ଆସୁଥିବା ବେଳେ ତାଙ୍କର...