ନ୍ୟାଶନାଲ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା
ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍ ଅଫ ରେକର୍ଡସ ୨୦୨୬ରେ ସ୍ଥାନ ହାସଲ କରିଛନ୍ତି। ରଥଯାତ୍ରା ଅବସରରେ ମାତ୍ର ୪୫…
ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ ଅଳିଆ ଆବର୍ଜନା ଉଠି ପାରୁନାହିଁ। ଏନେଇ କର୍ତ୍ତୃପକ୍ଷଙ୍କୁ ଅଞ୍ଚଳବାସୀ ଅନେକ ଥର ଅଭିଯୋଗ…
ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ
ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ଛତ୍ରପୁର…
ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…
ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍ବେଗ ପ୍ରକାଶ ପାଇଛି। ସହରର ବିଭିନ୍ନ ଅଞ୍ଚଳରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ସଂଖ୍ୟା ବୃଦ୍ଧି ପାଇବା…
ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…
ଛତ୍ରପୁର,୧୧ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ ହୋଇ ନ ଥିବା ପ୍ରତିବାଦରେ ୟୁନାଇଟେଡ୍ ଫୋରମ ଅଫ୍ ବ୍ୟାଙ୍କ ୟୁନିୟନ୍ସ ପକ୍ଷରୁ…
ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…
ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ରାସ୍ତା କାମ ଚାଲିଥିବା ସତ୍ତ୍ୱେ…
ରାତି ୧୦ଟା ପରେ ବାଜିବନି ଲାଉଡ୍ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା
ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ଛତ୍ରପୁର ଥାନା ପରିସରରେ ବୁଧବାର ଥାନା ଅଧିକାରୀ…
ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…
ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ ସମ୍ମାନ ନିଧି’ ଯୋଜନାର ୨୪ତମ କିସ୍ତିର ସହାୟତା ରାଶି ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ…
ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ
ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି କରି ନେଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଚିକିତ୍ସାଳୟ ପରିସରରେ ଚାଞ୍ଚଲ୍ୟ…
ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…
ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ କାର୍ଯ୍ୟକ୍ରମ ରାଜ୍ୟ ସରକାରଙ୍କ ତରଫରୁ ଆୟୋଜିତ ହୋଇଥିଲା। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର…
କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ
ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ ଆତଙ୍କିତ ହୋଇ ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷଙ୍କୁ ଏକାଧିକ ଥର ଏହି ବିଷୟରେ ଅବଗତ…
ପେନ୍ସନ୍ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ
ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପସଭାପତି ଡଃ ପ୍ରଶାନ୍ତ କୁମାର ଶତପଥୀ, ସାଧାରଣ ସମ୍ପାଦକ ସୋମନାଥ ସାହୁ, ସମ୍ପାଦକ…

