Tag Archives: chhatrapur

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର

ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ରାଜପୁର ଗ୍ରାମର କୃତ୍ତିବାସ ମୁଦୁଲି (ରାଜା)।…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୪ ମୋଟରସାଇକେଲ,୨ ମୋବାଇଲ, ୫୪ ହଜାର ଟଙ୍କା ଜବତ

ଛତ୍ରପୁର,୫ା୩(ଦିଲ୍ଲୀପ ସାମଲ): ବୁଧବାର ଚମାଖଣ୍ଡି ଥାନା ଅନ୍ତର୍ଗତ କଣାମଣା ଗ୍ରାମ କିଆ ବୁଦା ପାଖ ରେ ଅପରାହ୍ନ ଚାରିଟା ସମୟରେ ଏକ ଜୁଆ ଆଡ୍ଡା ଚାଲି ଥିବା ବେଳେ ଚମାଖଣ୍ଡି ଥାନା ପୋଲିସ ବିଶେଷ ସୂତ୍ରରୁ ସୂଚନା ପାଇଥିଲେ,। ଏହି ଖବର…

ଗାଧୋଇବାକୁ ଯାଇ ପୋଖରୀରେ ବୁଡି ଜଣେ ମୃତ

ଗଞ୍ଜାମ,୨୬ା୨(ବିଦ୍ୟାଧର ସାହୁ): ରମ୍ଭା ଥାନା ଅନ୍ତର୍ଗତ ଗଡ଼ହୁମ୍ମା ଗ୍ରାମର ଜଣେ ବ୍ୟକ୍ତି ପୋଖରୀରେ ବୁଡି ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି l ମୁତକ ଜଣଙ୍କ ହେଲେ ଉକ୍ତ ଗ୍ରାମର ହରିଜନ ସାହିର ରବି ଦାସଙ୍କ ପୁଅ ସୁନିଲ ଦାସ (୫୮)l ପ୍ରାପ୍ତ…

ବନ୍ଦ ଘରୁ କଳାକନା ବୁଲାଇଲେ ଦୁର୍ବୁତ୍ତ: ପୋଲିସ ଓ ସାଇଣ୍ଟିଫିକ ଟିମ୍ ର ତଦନ୍ତ

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ବ୍ୟାଙ୍କ କଲୋନୀ ରଘୁନାଥ ଯୋତିଙ୍କ ବନ୍ଦ ଘରୁ କଳାକନା ବୁଲାଇଛନ୍ତି ଦୁର୍ବୁତ୍ତ। ଘରେ କେହି ନଥିବାର ସୁଯୋଗ ନେଇ ଏହି ଚୋରି ହୋଇଥିବା ଜଣାପଡିଛି । ଏନେଇ ରଘୁନାଥ ଛତ୍ରପୁର ଥାନାରେ ଲିଖିତ ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri