ନୂଆଦିଲ୍ଲୀ,୧୮ା୧୦: ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ବୁଧବାର କଂଗ୍ରେସ ଦ୍ୱିତୀୟ ପର୍ଯ୍ୟାୟରେ ୫୩ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ବରିଷ୍ଠ ନେତା ମୋତିଲାଲ ଭୋରାଙ୍କ ପୁଅ ଅରୁନ୍…