ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ମହଙ୍ଗା ପଡ଼ିଲା: ବରିଷ୍ଠ ଅଧିକାରୀ ନିଲମ୍ବିତ ଭୁବନେଶ୍ୱର,୧୭।୧: ଯାତ୍ରା ଡ୍ୟାନ୍ସର ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଏହି ନୃତ୍ୟ ଦେଖୁଥିବା ଅଭିଯୋଗରେ ଛତିଶଗଡ଼ ସରକାର ଗରିଆବନ୍ଧ ଜିଲା ମୈନପୁରର ଉପ-ଜିଲାପାଳ ତୁଳସୀଦାସ ମାର୍କାମଙ୍କୁ...