କୁକୁଡ଼ା ଚିଆଁ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ: ଉପକୃତ ହେବେ ୭ ଲକ୍ଷରୁ ଊର୍ଦ୍ଧ୍ୱ ପରିବାର ଭୁବନେଶ୍ୱର, ୨।୩(ଅସମାପିକା ସାହୁ)- ଅପପୁଷ୍ଟି ଦୂରୀକରଣ ପାଇଁ ‘ଘରଦୁଆରେ ପୁଷ୍ଟି ଯୋଜନା’ରେ କୁକୁଡ଼ା ଚିଆଁ ବଣ୍ଟନ କାର୍ଯକ୍ରମ ଆରମ୍ଭ ହୋଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଶନିବାର ଭର୍ଚ୍ଚୁଆଲ...