Tag Archives: Chief Election Commissione

ପ୍ରଚାରରେ ପିଲାମାନଙ୍କୁ ବ୍ୟବହାର କରି ଫସିଲା ଭାଜପା! ନୋଟିସ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୮।୮: ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ ନିର୍ବାଚନ ଆୟୋଗ ଭାଜପାକୁ ଏକ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ପ୍ରଚାର ଭିଡିଓରେ ଶିଶୁର ବ୍ୟବହାର ସମ୍ପର୍କରେ ଭାଜପାର ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ପୋଷ୍ଟ କରାଯାଇଥିଲା। କେନ୍ଦ୍ରୀୟ ନିର୍ବାଚନ ଆୟୋଗ ଭାଜପାର ଏହି…

ଓଡ଼ିଆ ଚ୍ୟାନେଲ ବିରୋଧରେ ଇସିଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯ା୫: ନିର୍ବାଚନ କମିଶନ(ଇସି)ଙ୍କ କଟକଣା ସତ୍ତ୍ୱେ ଓଡ଼ିଶାର ଏକ ଟିଭି ଚ୍ୟାନେଲ ଏକ୍‌ଜିଟ ପୋଲ୍‌ ସମ୍ପର୍କିତ ଖବର ପ୍ରସାରଣ କରୁଥିବା ନେଇ ଅଭିଯୋଗ ହୋଇଥିଲା। କମିଶନ ବୁଧବାର ରାତିରେ ଉକ୍ତ ଓଡ଼ିଆ ନ୍ୟୁଜ୍‌ ଚ୍ୟାନେଲ ବିରୋଧରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟ…

ଅବାଧ ଓ ମୁକ୍ତ ନିର୍ବାଚନ ଲାଗି କଳାଟଙ୍କା-ମଦ ବ୍ୟବହାର ରୋକିବାକୁ ନିର୍ବାଚନ କମିଶନର ଗୁରୁତ୍ୱ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ତାରିଖ ଘୋଷଣା ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କରିବାକୁ କେନ୍ଦ୍ରୀୟ ନିର୍ବାଚନ ଆୟୁକ୍ତ ଓଡ଼ିଶା ଆସିଛନ୍ତି। ଗସ୍ତର ତୃତୀୟ ଦିନରେ ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏବଂ ନିର୍ବାଚନ କମିଶନଙ୍କ ୭ ଜଣିଆ ପଦାଧିକାରୀ ଦଳ…

ନିରପେକ୍ଷ ଓ ଶୃଙ୍ଖଳିତ ନିର୍ବାଚନ ପରିଚାଳନା ପାଇଁ ଜିଲାପାଳ-ଏସ୍‌ପିଙ୍କୁ ଆୟୋଗଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଭାରତର ମୁଖ୍ୟ ନିର୍ବାଚନ ଆୟୋଗ । ଆଗାମୀ ବିଧାନସଭା ନିର୍ବାଚନରେ ମୋଟ ୩ କୋଟି ୩୨ ଲକ୍ଷ ଭୋଟର ମତଦାନ ସାବ୍ୟସ୍ତ କରିବେ। ନିର୍ବାଚନକୁ ନିରପେକ୍ଷ ଓ ଶୃଙ୍ଖଳିତ ପରିଚାଳନା…

‘ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ, ଓଡ଼ିଶାରେ ଭୋଟ୍ ଦେବେ ୩ କୋଟି ୩୨ ଲକ୍ଷ ଭୋଟର’: ମୁଖ୍ୟ ନିର୍ବାଚନ ଆୟୁକ୍ତ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଥିବା କହିଛନ୍ତି ମୁଖ୍ୟ ନିର୍ବାଚନ ଆୟୁକ୍ତ। ଗଲା ତିନିଦିନ ହେଲା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା ନେଇ ଭୁବନେଶ୍ୱରରେ ବୈଠକ ଚାଲିଛି। ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏବଂ ନିର୍ବାଚନ କମିଶନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?