Tag Archives: Chief Justice of india

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର (CEC) ଏବଂ ଅନ୍ୟ ନିର୍ବାଚନ କମିଶନରମାନଙ୍କୁ ଚୟନ କରୁଥିବା ପ୍ୟାନେଲରୁ ଭାରତର ପ୍ରଧାନ ବିଚାରପତି…

ଭାରତର ମୁଖ୍ୟ ବିଚାରପତିଙ୍କ ପାଖରେ ରହିଛି କି ସ୍ବତନ୍ତ୍ର କ୍ଷମତା? ଏବେ CJI ଗଭାଇଙ୍କୁ… 

ନୂଆଦିଲ୍ଲୀ,୧୪।୫: ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ଦେଶର ୫୨ତମ ମୁଖ୍ୟ ବିଚାରପତି ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ CJI ଭାବରେ ଶପଥ ପାଠ କରାଇଛନ୍ତି। ତେବେ ସିଜେଆଇ ଗଭାଇ ପ୍ରଥମ ମୁଖ୍ୟ ବିଚାରପତି ଯିଏ…

ଜଷ୍ଟିସ ବିଆର. ଗଭାଇ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ

ନୂଆଦିଲ୍ଲୀ,୨୯।୪: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ୫୨ତମ ପ୍ରଧାନ ବିଚାରପତି (CJI) ଭାବେ ନିଯୁକ୍ତି ପାଇଁ ଅନୁମୋଦନ କରିଛନ୍ତି। ଜଷ୍ଟିସ ଗଭାଇ ଆସନ୍ତା ମେ ୧୪, ୨୦୨୫ରେ ଶପଥ ଗ୍ରହଣ…

ଜଷ୍ଟିସ୍‌ ବି.ଆର୍‌. ଗଭାଇ କିଏ? ଯିଏ ହେବେ ଭାରତର ପରବର୍ତ୍ତୀ CJI 

ନୂଆଦିଲ୍ଲୀ,୧୬।୪: ଭାରତର ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ବରିଷ୍ଠତମ ବିଚାରପତି ଜଷ୍ଟିସ ବି.ଆର୍‌. ଗଭାଇଙ୍କୁ ତାଙ୍କ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି। ଜଷ୍ଟିସ ଗଭାଇ ପରବର୍ତ୍ତୀ ସିଜେଆଇ ହେବେ ବୋଲି ବିଶ୍ୱାସ କରାଯାଉଛି। ତେବେ ସେ ସେ ମେ’୧୪…

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ ରାଜନୈତିକ ଆଲୋଚନା ଜୋରଦାର ହୋଇଥିବା ବେଳେ ଦୁଇଜଣଙ୍କ ମଧ୍ୟରେ କୌଣସି ପ୍ରକାର ମାମଲା ସମ୍ପର୍କରେ…

ଜଷ୍ଟିସ୍ ସଂଜୀବ ଖାନ୍ନା ପରବର୍ତ୍ତୀ ପ୍ରଧାନ ବିଚାରପତି! ନାଁ ସୁପାରିଶ କଲେ CJI ଡି.ୱାଇ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ, ୧୭ା୧୦: ଭାରତର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ଗୁରୁବାର ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ଜଷ୍ଟିସ୍ ସଂଜୀବ ଖାନ୍ନାଙ୍କ ନାମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି। ସରକାରଙ୍କ ଅନୁମୋଦନ ପରେ ଜଷ୍ଟିସ୍ ଖାନ୍ନା ୫୧ତମ ପ୍ରଧାନ ବିଚାରପତି ହେବେ। ନଭେମ୍ବର…

ପୁଣି ତାମିଲନାଡୁ ରାଜ୍ୟପାଳଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୩: ପୁଣିଥରେ ତାମିଲନାଡୁ ରାଜ୍ୟପାଳଙ୍କୁ କଡ଼ା ଭାଷାରେ ଭତ୍ସନା କରିଛନ୍ତି ସୁପ୍ରିମକୋର୍ଟ। ଡିଏମକେ ମନ୍ତ୍ରୀ ଦୋଷମୁକ୍ତ ହେବା ପରେ ମଧ୍ୟ ପୁଣିଥରେ ତାଙ୍କୁ ମନ୍ତ୍ରୀ କରିବାକୁ ମନା କରିବା ପରେ ସୁପ୍ରିମକୋର୍ଟ ଗୁରୁବାର ତାମିଲନାଡୁ ରାଜ୍ୟପାଳଙ୍କ ଉପରେ ବର୍ଷିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?