କୋରାପୁଟରେ ହାଇକୋର୍ଟ ମୁଖ୍ୟ ବିଚାରପତି, କହିଲେ ଓକିଲାତି ଏକ ପେସା ନୁହେଁ ବ୍ରତୀ ହେବା ଆବଶ୍ୟକ କୋରାପୁଟ,୨୫।୧(ଅମିତାଭ ବେହେରା ): ତିନି ଦିନିଆ ଗସ୍ତରେ କୋରାପୁଟ ଆସିଥିବା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ତଣ୍ଡନ ରବିବାର କୋରାପୁଟର ସମସ୍ତ କୋର୍ଟ ବୁଲି ଦେଖିବା ସହ ବାର ଆସୋସିଆନର ସମ୍ବୋଧନା ସଭାରେ ଯୋଗ ଦେଇଥିଲେ । କୋରାପୁଟ ଵାରରେ…